ରାଜ୍ୟ

ଏସିଆ କପ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା

Spread It

ଶୁବମନ ଗିଲଙ୍କୁ ଉପଅଧିନାୟକ ଦାୟିତ୍ବ, ବାଦ୍ ପଡିଲେ ଶ୍ରେୟସ ଆୟର

ଏସିଆ କପ୍ ୨୦୨୫ ପାଇଁ ଟିମ୍ ଇଣ୍ଡିଆ ଘୋଷଣା ହୋଇଛି । ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଦାୟିତ୍ବ ମିଳିଥିବା ବେଳେ ଶୁବମନ ଗିଲଙ୍କୁ ଉପଅଧିନାୟକ ଦାୟିତ୍ବ ମିଳିଛି । ସେହିପରି ଜସପ୍ରୀତ ବୁମରାଙ୍କୁ ମଧ୍ୟରେ ସ୍ଥାନ ମିଳିଛି ।

ଧଳା ବଲ୍ ଫର୍ମାଟରେ ଲଗାତାର ଭଲ ପ୍ରଦର୍ଶନ କରିବା ପରେ ମଧ୍ୟ ଶ୍ରେୟସ ଆୟରଙ୍କୁ ସ୍ଥାନ ମିଳିନାହିଁ ।

ଏସିଆ କପ୍ ପାଇଁ ଟିମ୍ : ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ଶୁବମନ ଗିଲ(ଉପଅଧିନାୟକ), ଅଭିଷେକ ଶର୍ମା, ତିଳକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ଅକ୍ଷର ପଟେଲ, ଜିତେଶ ଶର୍ମା (ୱିକେଟ କିପର), ଜସପ୍ରୀତ ବୁମରା, ଅର୍ଶଦୀପ ସିଂହ, ବରୁଣ ଚକ୍ରବର୍ତ୍ତୀ, କୁଲଦୀପ ଯାଦବ, ସଂଜୁ ସାମସନ(ୱିକେଟକିପର), ହର୍ଷିତ ରାଣା, ରିଙ୍କୁ ସିଂହ ।

Leave a Reply

Your email address will not be published. Required fields are marked *