ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର।
ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର।
ପୁରୀ ୧୨/୯ ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି।ଏହା ଅଗଷ୍ଟ ୨୫ ତାରିଖ ଠାରୁ ନଭେମ୍ବର ୨୨ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବ୍ୟବହାର କୁ ବେଆଇନ ଘୋଷଣା କରାଯାଇଛି ବୋଲି ଏସ ପ୍ରତୀକ ସିଂ ସୂଚନା ଦେଇଛନ୍ତି।
