ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର
ପୁରୀ ୮/୧୨ (ଏ.ପି ନିୟୁଜ) ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି।ଏହା ନଭେମ୍ବର ୨୩ ତାରିଖ ଠାରୁ ୨୦୨୬ ମସିହା ଫେବୃୟାରୀ ୨୦ ତାରିଖ ୯୦ ଦିନ ପର୍ଯ୍ୟନ୍ତ ପୁରୀ ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମୁନିସିପାଲ୍ଟି, ପିପିଲି, କୋଣାର୍କ ଓ ନିମାପଡା ଏନ ଏ ସି ଅଞ୍ଚଳରେ ବଳବତ୍ତର ରହିବ ବୋଲି ଏସପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।
